ବାରବାଟୀରେ ହେବାକୁ ଥିବା T20 ମ୍ୟାଚର ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୧୧: ଓଡ଼ିଶା କ୍ରିକେଟ ଆସୋସିଏସନ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। କଟକରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା T20 ମ୍ୟାଚର ଟିକେଟ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନଲାଇନ ମାଧ୍ୟମରେ ଏହି ଟିକେଟ କିଣିଛନ୍ତି।