ବିଜୟା ଦଶମୀ ତଥା ଦଶହରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦/୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ  , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜର ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ ପବିତ୍ର ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

Leave a Reply

Your email address will not be published. Required fields are marked *