ସାଂସଦ ମାନସ ମଙ୍ଗରାଜଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୩୦/୧୨: ବିଜେଡି ସାଂସଦଙ୍କୁ ଦିଆଯାଇଛି ନୂଆ ଦାୟିତ୍ୱ । ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଛନ୍ତି ସାଂସଦ ମାନସ…

କ୍ୟାବିନେଟ ବୈଠକରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୩୦/୧୨: ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସିଥିଲା। ଏହି ବୈଠକରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି ।…

ଝାଡଖଣ୍ଡ ମୁୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୬୦ ବର୍ଷ ନୁହେଁ ବରଂ ୫୦ ବର୍ଷ ପରେ ମିଳିବ ଏହି ପେନସନ୍

ନୂଆଦିଲ୍ଲୀ,୩୦/୧୨: ଝାଡଖଣ୍ଡ ମୁୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏସସି, ଏସଟି, ଓବିସି ଓ ଆଦିବାସୀ ଲୋକଙ୍କୁ ବଡ ଉପହାର ଦେଇଛନ୍ତି । ସେ…

ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦/୧୨: ଅଯୋଧ୍ୟା ଧାମ ଷ୍ଟେସନର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟପାଳ ଆନନ୍ଦିବେନ ପଟେଲ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…

ଆଜି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦/୧୨: ଆଜି ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଟ୍ରେନ୍ ପୂର୍ବତଟ ରେଳପଥ ଦେଇ ଚାଲିବ…

କିପରି କଟିବ ଆଜି ଆପଣଙ୍କ ଦିନ: ୩୦/୧୨/୨୦୨୩

ମେଷ:ଏହି ରାଶିର ଲୋକମାନଙ୍କର ପାଠ ପଢାରେ ଆଗ୍ରହ ବଢିବ। ଶିକ୍ଷକ କାର୍ଯ୍ୟରେ ଉତ୍ତମ ଫଳ ମିଳିବ। ବ୍ୟବସାୟରେ ବୃଦ୍ଧିଭେବ। ସନ୍ତାନଙ୍କ ତରଫରୁ…

ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର,୨୯/୧୨: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବୃଦ୍ଧି…

ହାଇଟେକ ହସ୍ପିଟାଲରେ ବିସ୍ଫୋରଣ,୫ ଆହତ

ଭୁବନେଶ୍ୱର, ୨୯/୧୨: ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟିଛି । ଯାହା ଫଳରେ ୫ଜଣ ଆହତ ହୋଇଛନ୍ତି। ଏନେଇ ହାଇଟେକ ହସ୍ପିଟାଲ ପିଆରଓଙ୍କ…

ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୨୯/୧୨: ବିଏସକେୱାଇ ଯୋଜନାରୁ ବଞ୍ଚିତ ଲୋକଙ୍କ ପାଇଁ ଖୁସିଖବର । ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ ହୋଇଛି । ଏହି ନୂଆ…

ରାଜ୍ୟରେ ଆଜି ଆହୁରି ୫ ନୂଆ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ସଂକ୍ରମଣ ସଂଖ୍ୟା ୧୩କୁ ବୃଦ୍ଧି

ଭୁବନେଶ୍ୱର,୨୯/୧୨: ଓଡିଶାରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଆଜି ରାଜ୍ୟରେ ଆହୁରି ୫ ନୂଆ ଆକ୍ରାନ୍ତ ଚିହ୍ନଟ…