ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର,୨୪/୦୯:  ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା । ସୂଚୀ ଅନୁସାରେ…

ନବରାତ୍ରିରେ ମାତାଙ୍କ ୯ଟି ସ୍ୱରୂପର ପୂଜା, ଜାଣନ୍ତୁ କେଉଁ ଦିନ ପିନ୍ଧିବେ କେଉଁ ରଙ୍ଗର ବସ୍ତ୍ର?

ଭୁବନେଶ୍ୱର,୨୪/୦୯: ହିନ୍ଦୁ ଧର୍ମରେ ନବରାତ୍ରିର ବିଶେଷ ମହତ୍ତ୍ୱ ରହିଛି । ଏହି ନଅ ଦିନରେ ମାତାଙ୍କ ୯ଟି ସ୍ୱରୂପର ପୂଜା କରାଯାଏ…

ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

ଭୁବନେଶ୍ୱର,୨୪/୦୯: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା…

ଆସନ୍ତା ୨୭ରୁ ଆରମ୍ଭ ହେବ ସ୍ଵତନ୍ତ୍ର ଓଟିଇଟି ପରୀକ୍ଷା, ବୋର୍ଡ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର,୨୪/୦୯: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ସ୍ଵତନ୍ତ୍ର ଓଟିଇଟି ପରୀକ୍ଷା ଆସନ୍ତା ୨୭ ତାରିଖଠାରୁ ଆରମ୍ଭ ହେବାକୁ ଯାଉଛି ।…

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌

ଭୁବନେଶ୍ୱର,୨୪/୦୯: ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ । ୧୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ବାମ…

ବିଜେଡି ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର,୨୩/୦୯:ମହଙ୍ଗା ପଡ଼ିଲା ଧୃତରାଷ୍ଟ୍ର ଓ ଭଣ୍ତ ସନ୍ନ୍ୟାସୀ ଟିପ୍ପଣୀ ଦେବା । ବିଜେଡି ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର ।…

ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ତହସିଲଦାର, ଏକକାଳୀନ ୬ ଟି ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର,୨୩/୦୯: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ତହସିଲଦାର । ତହସିଲଦାର ଶିବ ମଲ୍ଲିକ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଂକୁଚିତ ହେବା ପ୍ରତିବାଦରେ ବିଜେଡିର ଗର୍ଜନ

ଭୁବନେଶ୍ୱର,୨୩/୦୯:ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଂକୁଚିତ ହେବା ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯାଉଛି । ବିଜେଡି କର୍ମୀମାନେ ୨ଟି…

ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ, ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବି କଲେ ବାଚସ୍ପତି

ଭୁବନେଶ୍ୱର,୨୩/୦୯: ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆଜିଠୁ ୫ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୨୩/୦୯: ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…