ଓପିଏସସି ଅତିରିକ୍ତ କୃଷି ଅଧିକାରୀ ନିଯୁକ୍ତି ୨୦୨୬ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୦୫/୦୨:  ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଅତିରିକ୍ତ କୃଷି ଅଧିକାରୀ (ଏଏଓ) ନିଯୁକ୍ତି ୨୦୨୬ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ କରିଛି…

କାର୍ଯ୍ୟ ବନ୍ଦ ନକରି ରୋଗୀ ସେବା ଯୋଗାଇ ଦେବାକୁ ଡାକ୍ତରଙ୍କୁ ଅପିଲ୍‌ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୦୫/୦୧: ଓମ୍‌ସା ଆନ୍ଦୋଳନକୁ ନେଇ ସ୍ବାସ୍ଥ୍ୟାମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ପ୍ରତିକ୍ରିୟା । କହିଲେ ସରକାର ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ।…

ଆମ ବସ୍ ଦୁର୍ଘଟଣା ଘଟଣା, ବସ୍‌ର ନିୟମିତ ଫିଟନେସ୍ ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୦୪/୦୧:ଆମ ବସ୍ ଦୁର୍ଘଟଣା ନେଇ ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାରମ୍ବାର ଦୁର୍ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ଚିନ୍ତା…

ଲାଞ୍ଚ ନେବା ବେଳେ ଥାନା ବାବୁଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୦୪/୦୧: ଜଣେ ଲାଇସେନ୍ସପ୍ରାପ୍ତ ମଦ ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେଉଥିଲେ, ଧରାପଡ଼ିଲେ ଥାନା ବାବୁ ବିଜୟ କୁମାର ବାରିକ । ପୁଣି ଘରୁ…

ତାଳଚେରରେ ଚିନ୍ତା ବଢ଼ାଇଲାଣି ବାୟୁ ପ୍ରଦୂଷଣ, ଏକ୍ୟୁଆଇ ରହିଛି ୩୭୬

ଭୁବନେଶ୍ୱର,୦୪/୦୧: ପ୍ରଦୂଷଣକୁ ନେଇ ଦେଶର ରାଜଧାନୀ ଦିଲ୍ଲୀ ଚିନ୍ତାଜନକ ସ୍ଥିତିରେ ରହିଥିବା ବେଳେ ଓଡ଼ିଶାର ବାୟୁ ମାନ ଏବେ ଚିନ୍ତାର କାରଣ…

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଟିମରେ ଅଛନ୍ତି କିଏ କିଏ ?

ନୂଆଦିଲ୍ଲୀ,୦୩/୦୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୧୧ ଜାନୁଆରୀରୁ ତିନୋଟି ଦିନିକିଆ ଏବଂ ପାଞ୍ଚଟି ଟି-୨୦ ମ୍ୟାଚ୍ ଖେଳିବ । ଟି-୨୦…

ଓସିଏସ୍‌ ବିଜ୍ଞପ୍ତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ, ୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓପିଏସସିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୦୩/୦୧: ଓସିଏସ୍‌ ବିଜ୍ଞପ୍ତି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ବାହାରିବ ଓଏଏସ୍‌, ଓଆରଏସ୍‌ ପଦବୀ । ପୂର୍ବ ବିଜ୍ଞପ୍ତିରେ ପଦବୀ ନଥିବା…

ରୂପାଲି ଛକରେ ଭୟଙ୍କର ସଡ଼କ ଦୁର୍ଘଟଣା, ଅଟୋକୁ ପଛରୁ ପିଟିଲା ଆମ ବସ୍

ଭୁବନେଶ୍ୱର,୦୩/୦୧: ଭୁବନେଶ୍ୱରର ରୂପାଲି ଛକରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ ‘ଆମ ବସ୍’ ଏକ ଅଟୋକୁ…

ସୁରକ୍ଷାବାହିନୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ, ୧୪ ମାଓବାଦୀ ସଫା

ଭୁବନେଶ୍ୱର,୦୩/୦୧: ଛତିଶଗଡ଼ରେ ସୁରକ୍ଷାବାହିନୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ । ଦୁଇଟି ପୃଥକ ଏନକାଉଣ୍ଟରରେ ମୋଟ ୧୪ ଜଣ ମାଓବାଦୀ…

ଆଜି ପୌଷପୁର୍ଣ୍ଣିମା, ରାଜ ରାଜେଶ୍ବର ବେଶରେ ଦର୍ଶନ ଦେବେ ଚତୂର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର,୦୩/୦୧: ଆଜି ପୌଷପୁର୍ଣ୍ଣିମାରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦେବାଭିଷେକ ନୀତି । ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇ ରାଜ ରାଜେଶ୍ବର…