ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର

ଭୁବନେଶ୍ୱର,୨୧/୦୯: ହୀରାକୁଦ ଡ୍ୟାମ ଛୁଇଁଲା ସର୍ବୋଚ୍ଚ ଜଳସ୍ତର ଅର୍ଥାତ ଡ୍ୟାମର ଜଳସ୍ତର ୬୩୦ ଫୁଟରେ ପହଞ୍ଚିଛି। ଡ୍ୟାମ୍‌ର ସର୍ବୋଚ୍ଚ ଜଳ ଧାରଣ…

ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୦୯: ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ୩ ଦିନରେ ମୁଖ୍ୟମନ୍ତ୍ରୀ…

ତିନି ଦିନ ହେବ ରତ୍ନଭଣ୍ଡାରର ବୈଷୟିକ ସର୍ଭେ, ଏହି ଦିନ ୪ଘଣ୍ଟା ବନ୍ଦ ରହିବ ଦର୍ଶନ

ଭୁବନେଶ୍ୱର,୨୦/୦୯: ଆସନ୍ତାକାଲିଠୁ ପୁଣି ଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧,…

ଭିଜିଲାନ୍ସ ଜାଲରେ ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀ

ଭୁବନେଶ୍ୱର,୨୦/୦୯: ବାଲେଶ୍ଵର ଗ୍ରାମ୍ୟ ନିର୍ମାଣ ବିଭାଗ ମଣ୍ଡଳ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ାଉ ହୋଇଛି। ମୁଖ୍ୟ ନିର୍ମାଣ…

ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯/୦୯: ରାଜ୍ୟ ସରକାର ଆଜି ଜଣେ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି । ମୋହନ ମାଝୀଙ୍କ ସରକାରରେ କୌଣସି…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା, ରାଜ୍ୟରେ ପୁଣି ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯/୦୯: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ…

ସବୁ ଜିଲ୍ଲା ପାଇଁ ମଙ୍କିପକ୍ସ ନେଇ ଗାଇଡଲାଇନ ଜାରି

ଭୁବନେଶ୍ୱର,୧୯/୦୯: ସବୁ ଜିଲ୍ଲା ପାଇଁ ମଙ୍କିପକ୍ସ ନେଇ ଗାଇଡଲାଇନ ଜାରି କରାଯାଇଛି । ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ…

ସମ୍ବଲପୁରୀ ଗାୟିକା ରୁକସନା ବାନୋଙ୍କ ପରଲୋକ

ଭୁବନେଶ୍ୱର,୧୯/୦୯: ସମ୍ବଲପୁରୀ ଗାୟିକା ରୁକସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା…

ମୋହନ ସରକାରକୁ ଆଜି ପୁରିଲା ୧୦୦ ଦିନ, ପୁରୀରେ ହୋଇଥିବା କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୯: ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଛି। ଏନେଇ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି। ଶହେ ଦିନ…

ମେଡିକାଲ ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ପାଇଁ ଗାଇଡ ଲାଇନ୍ ଜାରି

ଭୁବନେଶ୍ୱର,୧୮/୦୯: ରାଜ୍ୟର ଡାକ୍ତର, ମେଡିକାଲ ଛାତ୍ରଛାତ୍ରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସୁରକ୍ଷା ଦେବା ପାଇଁ ଗାଇଡ ଲାଇନ୍ ଜାରି କରିଛନ୍ତି। ଡାକ୍ତରଖାନାରେ କାମ…