ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୦୮: ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାଷୀଙ୍କୁ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆସନ୍ତା ୩ ଦିନ ଏପରି ରହିବ ପାଗ!

ଭୁବନେଶ୍ୱର,୧୪/୦୮: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର- ପଶ୍ଚିମ…

କ୍ୟାବିନେଟ ବୈଠକ ଶେଷ, ୭ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୧୩/୦୮: ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକ ଶେଷ ହୋଇଛି । ଛଅଟି ବିଭାଗର ୭ଟି…

ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ହେବ କ୍ୟାମ୍ପେନ୍

ଭୁବନେଶ୍ବର,୧୩/୦୮: ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ‘ସେଫ୍ କ୍ୟାମ୍ପେନ୍’ କରିବ ଉଚ୍ଚ ଶିକ୍ଷା ବିଭାଗ। ଏନେଇ…

ଅମଲା ସଙ୍ଘକୁ ରାଜ୍ୟ ସରକାରଙ୍କ ଚେତାବନୀ, ଲୋକଙ୍କ କାମରେ ଅବହେଳା କଲେ ଦରମା ବନ୍ଦ

ଭୁବନେଶ୍ୱର,୧୩/୦୮: ଅମଲା ସଙ୍ଘର ସମୂହ ଛୁଟି ପ୍ରସଙ୍ଗ ।ଆନ୍ଦୋଳନରୁ ଓହରିବାକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅପିଲ କରିଛନ୍ତି । ଆନ୍ଦୋଳନରୁ…

ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୩/୦୮: କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।…

ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର କାନ୍ଥରେ ଦିଆଯାଇଛି ଧମକପୂର୍ଣ୍ଣ ବାର୍ତ୍ତା: କିଏ ଓ କାହିଁକି ଲେଖିଲା ଏମିତି?

ଭଭୁବନେଶ୍ୱର,୧୩/୦୮:  ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ।  ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ…

ଦୁଇ ଦୁଇଟି ସେମିକଣ୍ଡକ୍ଟର ୟୁନିଟ୍ ଭୁବନେଶ୍ବରରେ ହେବ ପ୍ରତିଷ୍ଠା, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ,୧୨/୦୮; ଭୁବନେଶ୍ବରକୁ କେନ୍ଦ୍ର ସରକାରଙ୍କ ବଡ଼ ଭେଟି । ଦୁଇ ଦୁଇଟି ସେମିକଣ୍ଡକ୍ଟର ୟୁନିଟ୍ ଭୁବନେଶ୍ବରରେ ପ୍ରତିଷ୍ଠା ହେବ । ୧୯୪୩…

ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ”ହରିଜନ” ଶବ୍ଦ

ଭୁବନେଶ୍ୱର, ୧୨/୦୮: ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଯୋଗାଯୋଗରୁ ହଟିବ”ହରିଜନ” ଶବ୍ଦ । ଏଣିକି ଜାତି ପ୍ରମାଣପତ୍ର ଏବଂ ଅନୁସୂଚିତ…

ରାଜନଗରରେ ରାକ୍ଷୀପୂର୍ଣ୍ଣିମାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୪ଜଣଙ୍କୁ ଅଟକ ରଖିଛି ପୋଲିସ

ଭୁବନେଶ୍ୱର,୧୨/୦୮: କେନ୍ଦ୍ରାପଡ଼ା ରାଜନଗରରେ ଚାଞ୍ଚଲ୍ୟ। ଦଶମ ଶ୍ରେଣୀ ନାବାଳିକା ଛାତ୍ରୀକୁ ଟେକିନେଇ ଗଣ ଦୁଷ୍କର୍ମ ଅଭିଯୋଗ କରିଛନ୍ତି । ରାଜନଗର ଥାନା…