ରଜରେ ସୁନା ଦରରେ ହୋଇଛି ବଡ଼ ପରିବର୍ତ୍ତନ, ଜାଣନ୍ତୁ ଆଜିର ରେଟ୍ ?

ଭୁବନେଶ୍ୱର,୧୪/୦୬: ଆଜି ପହିଲି ରଜ । ରଜରେ ସୁନା ଦରରେ ହୋଇଛି ବଡ଼ ପରିବର୍ତ୍ତନ । ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ସୁନା କିଣିବାକୁ ଚାହୁଁଥିଲେ ଜାଣି ନିଅନ୍ତୁ ଆଜିର ସୁନା ଦର କେତେ ରହିଛି । ଆଜି ପହିଲି ରଜରେ ସୁନା ଦର ବୃଦ୍ଧି ପାଇଛି। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୫୦ ଟଙ୍କା ବୃଦ୍ଧି ପାଇଛି । ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୮୦ ଟଙ୍କା ବୃଦ୍ଧି ପାଇଛି । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୫୦ ଟଙ୍କା ବୃଦ୍ଧି ପାଇଛି । ୨୪ କ୍ୟାରେଟ୍ ସୁନା ୨୮୦ ଟଙ୍କା ବୃଦ୍ଧି ପାଇଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧,୦,୪୦୦ ଟଙ୍କା ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ୨୮୦ ସୁନା ଦର ଟଙ୍କା ବୃଦ୍ଧି ପାଇ ୧,୦,୬୮୦ ଟଙ୍କା ହୋଇଛି। ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୫୦ ଟଙ୍କା ବୃଦ୍ଧି ପାଇ ୯୨,୯୫୦ ଟଙ୍କାରୁ ୯୩,୨୦୦ ଟଙ୍କା ହୋଇଛି।