NEET PG Result 2025: ଘୋଷଣା ହେଲା ନିଟ୍ ପିଜି ୨୦୨୫ ର ଫଳାଫଳ

ନୂଆଦିଲ୍ଲୀ,୧୯/୦୮: ନ୍ୟାସନାଲ ବୋର୍ଡ ଅଫ୍ ଏକଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସେସଆ ଜି ନିଟ୍ ପିଜି ୨୦୨୫ ର ଫଳାଫଳ ଘୋଷଣା କରିଛି । ପରୀକ୍ଷା ଦେଇଥିବା ପ୍ରାର୍ଥୀମାନେ ଏବେ ଏନବିଇଏମଏସର ଅଫିସିଆଲ୍ ୱେବସାଇଟ୍ natboard.edu.in କୁ ଯାଇ ସେମାନଙ୍କର ଫଳାଫଳ ଯାଞ୍ଚ ଏବଂ ଡାଉନଲୋଡ୍ କରିପାରିବେ । ପ୍ରାର୍ଥୀ ମାନେ ନିଜର ମାର୍କ ଦେଖିପାରିବା ସହ ରାଙ୍କ ଦେଖିପାରିବେ ।ସୂଚନାଯୋଗ୍ୟ ଯେ ନିଟ୍ ପିଜି ୨୦୨୫ ଚଳିତ ମାସ ୩ ତାରିଖରେ ହୋଇଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏହି ପରୀକ୍ଷା ଗୋଟିଏ ଥରରେ ଆୟୋଜନ ହୋଇଥିଲା ।

 

The National Board of Examinations in Medical Sciences (NBEMS) on Tuesday announced the NEET PG 2025 results. Candidates who appeared for the exam can check their results on the official NBEMS websites natboard.edu.in or nbe.edu.in